ORV
24. ସେତେବେଳେ ସହସ୍ରସେନାପତି ତାଙ୍କୁ ଗଡ଼ ଭିତରକୁ ଘେନିଯିବା ପାଇଁ ଆଜ୍ଞା ଦେଲେ, ପୁଣି, ଲୋକେ କାହିଁକି ତାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ଵାରା ତାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ ।
IRVOR
24. ସେତେବେଳେ ସହସ୍ର ସେନାପତି ତାହାଙ୍କୁ ଗଡ଼ ଭିତରକୁ ନେଇଯିବାକୁ ଅାଦେଶ ଦେଲେ, ପୁଣି, ଲୋକେ କାହିଁକି ତାହାଙ୍କ ବିରୁଦ୍ଧରେ ଏପ୍ରକାର ଚିତ୍କାର କରୁଅଛନ୍ତି, ଏହା ଜାଣିବା ପାଇଁ କୋରଡ଼ା ପ୍ରହାର ଦ୍ୱାରା ତାହାଙ୍କୁ ପରୀକ୍ଷା କରିବା ନିମନ୍ତେ ଆଦେଶ ଦେଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN