ORV
24. ସେଥିରେ ଫେଷ୍ଟ କହିଲେ, ହେ ରାଜନ୍ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖୁଅଛନ୍ତି; ଏହା ବିରୁଦ୍ଧରେ ଯିରୂଶାଲମରେ ଓ ଏହି ସ୍ଥାନରେ ମଧ୍ୟ ଯିହୁଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାʼର ଆଉ ବଞ୍ଚି ରହିବା ଉଚିତ ନୁହେଁ ବୋଲି ଚିତ୍କାର କଲେ ।
IRVOR
24. ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମରେ ଏହି ସ୍ଥାନରେ ମଧ୍ୟ ଯିହୂଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ ନୁହେଁ ବୋଲି ଚିତ୍କାର କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN