ORV
21. ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
IRVOR
21. ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN