ORV
37. ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାʼର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
IRVOR
37. ସେହି ଲୋକ ଉତ୍ତାରେ ଜନଗଣନା ସମୟରେ ଗାଲିଲୀୟ ଯିହୂଦା ଉଠି ଲୋକମାନଙ୍କୁ ଆପାଣା ପଛରେ ଟାଣିନେଇ ବିପ୍ଳବ କରାଇଲା; ସେ ମଧ୍ୟ ବିନଷ୍ଟ ହେଲା, ପୁଣି, ଯେତେ ଲୋକ ତାହାର ଅନୁଗତ ହୋଇଥିଲେ, ସେମାନେ ସମସ୍ତେ ଛିନ୍ନଭିନ୍ନ ହୋଇଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN