ORV
39. ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ, ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କୁ ଘେନିଗଲେ, ପୁଣି ନପୁଂସକ ତାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।
IRVOR
39. ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN