ORV
1. ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ଵର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ ଓ ଗିର୍ଗାଶୀୟ ଓ ଇମୋରୀୟ ଓ କିଣାନୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
IRVOR
1. ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେହି ଦେଶରେ ଯେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପ୍ରବେଶ କରାଇବେ ଓ ତୁମ୍ଭ ସାକ୍ଷାତରୁ ନାନା ଗୋଷ୍ଠୀୟ ଲୋକମାନଙ୍କୁ, ହିତ୍ତୀୟ, ଗିର୍ଗାଶୀୟ, ଇମୋରୀୟ, କିଣାନୀୟ, ପରିଷୀୟ, ହିବ୍ବୀୟ ଓ ଯିବୂଷୀୟ, ତୁମ୍ଭଠାରୁ ମହାନ୍ ଓ ବଳବାନ ଏହି ସାତ ଗୋଷ୍ଠୀଙ୍କୁ ଦୂର କରିବେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN