ORV
33. ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
IRVOR
33. ତହୁଁ ଚତୁର୍ଥ ଦିନ ସେହି ରୂପା ଓ ସୁନା ଓ ପାତ୍ରସକଳ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହରେ ତୌଲା ଯାଇ ଊରୀୟ ଯାଜକର ପୁତ୍ର ମରେମୋତ୍ ହସ୍ତରେ ଦିଆଗଲା; ତାହା ସଙ୍ଗେ ପୀନ୍ହସ୍ର ପୁତ୍ର ଇଲୀୟାସର ଥିଲା; ଆଉ, ସେମାନଙ୍କ ସଙ୍ଗେ ଯେଶୂୟର ପୁତ୍ର ଯୋଷାବଦ୍ ଓ ବିନ୍ନୁୟିର ପୁତ୍ର ନୋୟଦୀୟ, ଏହି ଲେବୀୟମାନେ ଥିଲେ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN