ORV
35. ଅନନ୍ତର ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି; ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା । ଏଥିଉତ୍ତାରୁ ତାହାର ଗର୍ଭନିବୃତ୍ତି ହେଲା ।
IRVOR
35. ଏଥିଉତ୍ତାରେ ପୁନର୍ବାର ତାହାର ଗର୍ଭ ହୁଅନ୍ତେ, ସେ ପୁତ୍ର ପ୍ରସବ କରି କହିଲା, “ଏବେ ମୁଁ ସଦାପ୍ରଭୁଙ୍କ ସ୍ତବଗାନ କରିବି,” ତେଣୁ ସେ ତାହାର ନାମ ଯିହୁଦା (ସଦାପ୍ରଭୁଙ୍କ ସ୍ତବ) ଦେଲା। ଏଥିଉତ୍ତାରେ ତାହାର ଗର୍ଭ ନିବୃତ୍ତି ହେଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN