ORV
4. ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ ।
IRVOR
4. ସେତେବେଳେ ଯିରିମୀୟ ଭବିଷ୍ୟଦ୍ବକ୍ତା ସେମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କର କଥା ଶୁଣିଲି; ଦେଖ, ମୁଁ ତୁମ୍ଭମାନଙ୍କର କଥାନୁସାରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରିବି ଓ ସଦାପ୍ରଭୁ ତୁମ୍ଭମାନଙ୍କୁ ଯେକୌଣସି ଉତ୍ତର ଦେବେ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ମୁଁ କୌଣସି କଥା ତୁମ୍ଭମାନଙ୍କଠାରୁ ଗୋପନ କରିବି ନାହିଁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN