ORV
22. ଯୀଶୁ ଏହା ଶୁଣି ତାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଊଣା ଅଛି; ତୁମ୍ଭେ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ବିତରଣ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
IRVOR
22. ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN