ORV
38. ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଇ ଦିଆଯିବ ।
IRVOR
38. ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN