ORV
49. କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ତୋଳିବା ଲୋକ ପରି; ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରନ୍ତେ, ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
IRVOR
49. କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN