ORV
16. ଏଥିରେ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ଵର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି ।
IRVOR
16. ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ୱର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN