ORV
18. ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲେପନ କରିବା ପାଇଁ ଅଞ୍ଜନ ଆମ୍ଭ ନିକଟରୁ କିଣ ।
IRVOR
18. ଏଣୁ ଆମ୍ଭେ ତୁମ୍ଭକୁ ଏହି ପରାମର୍ଶ ଦେଉଅଛୁ, ତୁମ୍ଭେ ଧନୀ ହେବା ନିମନ୍ତେ ଅଗ୍ନିରେ ପରିଷ୍କୃତ ସୁବର୍ଣ୍ଣ, ଆଉ ତୁମ୍ଭ ଉଲଙ୍ଗତାର ଲଜ୍ଜା ଯେପରି ପ୍ରକାଶିତ ନ ହୁଏ, ଏଥିପାଇଁ ପରିଧାନ କରିବା ପାଇଁ ଶୁକ୍ଳ ବସ୍ତ୍ର, ପୁଣି, ଦୃଷ୍ଟି ପାଇବା ନିମନ୍ତେ ଚକ୍ଷୁରେ ଲଗାଇବା ପାଇଁ କଜ୍ୱଳ ଆମ୍ଭ ନିକଟରୁ କିଣ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN