ORV
5. କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ଵରଙ୍କ ଧାର୍ମିକତା ସପ୍ରମାଣ କରେ, ତେବେ ଆମ୍ଭେମାନେ କଅଣ କହିବା? ଯେଉଁ ଈଶ୍ଵର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ? ମୁଁ ମନୁଷ୍ୟ ଭାବରେ କହୁଅଛି ।
IRVOR
5. କିନ୍ତୁ ଯଦି ଆମ୍ଭମାନଙ୍କର ଅଧାର୍ମିକତା ଈଶ୍ୱରଙ୍କ ଧାର୍ମିକତା ପ୍ରମାଣ କରେ, ତେବେ ଆମ୍ଭେମାନେ କ'ଣ କହିବା ? ଯେଉଁ ଈଶ୍ୱର କ୍ରୋଧରେ ପ୍ରତିଫଳ ଦିଅନ୍ତି, ସେ କି ଅଧାର୍ମିକ ? ମୁଁ ମନୁଷ୍ୟ ଭାବରେ କହୁଅଛି ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN