ORV
56. ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ଵାର-ମାନଙ୍କରେ ତୁମ୍ଭକୁ ଯେଉଁ ଅକଳରେ ପକାଇବ ସେହି ଅକଳରେ, ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ହେତୁରୁ ଆପଣା ତଳିପା ଭୂମିରେ ରଖିବାକୁ ଭରସେ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ଵାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;
IRVOR
56. ଅବରୋଧ କାଳେ ଓ ଶତ୍ରୁ ତୁମ୍ଭ ନଗରଦ୍ୱାରମାନଙ୍କରେ ତୁମ୍ଭକୁ ଯେଉଁ ବିପଦରେ ପକାଇବ, ସେହି ବିପଦରେ ତୁମ୍ଭମାନଙ୍କ ମଧ୍ୟବର୍ତ୍ତିନୀ ଯେଉଁ କୋମଳାଙ୍ଗୀ ଓ ସୁକୁମାରୀ ସ୍ତ୍ରୀ ଆପଣା ସୁକୁମାରତା ଓ କୋମଳତା ସକାଶୁ ଆପଣା ତଳିପା ଭୂମିରେ ରଖିବାକୁ ସାହାସ ନାହିଁ, ସେ ଆପଣା ବକ୍ଷସ୍ଥାୟୀ ସ୍ୱାମୀ ପ୍ରତି ଓ ଆପଣା ପୁତ୍ର ପ୍ରତି ଓ ଆପଣା କନ୍ୟା ପ୍ରତି କୁଦୃଷ୍ଟି କରିବ;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN