ଓଡିଆ ବାଇବଲ |

ବାଇବଲ ସୋସାଇଟି ଅଫ୍ ଇଣ୍ଡିଆ (BSI)
ORV
24. ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ ।

IRVOR
24. ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”





ରେକର୍ଡଗୁଡିକ

No History Found

  • ଅନନ୍ତର ଯୋଷେଫ ଭାଇମାନଙ୍କୁ କହିଲେ, ମୁଁ ମରୁଅଛି, ମାତ୍ର ପରମେଶ୍ଵର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ଵାବଧାନ କରିବେ, ପୁଣି ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ ।
  • IRVOR

    ଏଥିଉତ୍ତାରେ ଯୋଷେଫ ଭାଇମାନଙ୍କୁ କହିଲେ, “ମୁଁ ମରୁଅଛି, ମାତ୍ର ପରମେଶ୍ୱର ଅବଶ୍ୟ ତୁମ୍ଭମାନଙ୍କର ତତ୍ତ୍ୱାବଧାନ କରିବେ, ପୁଣି, ଏହି ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଯେଉଁ ଦେଶ ଦେବା ପାଇଁ ଅବ୍ରହାମ, ଇସ୍‍ହାକ ଓ ଯାକୁବଙ୍କ ନିକଟରେ ଶପଥ କରିଅଛନ୍ତି, ସେହି ଦେଶକୁ ତୁମ୍ଭମାନଙ୍କୁ ନେଇ ଯିବେ।”
Common Bible Languages
West Indian Languages
×

Alert

×

Oriya Letters Keypad References