ORV
18. କିନ୍ତୁ ସମସ୍ତେ ଏକମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲା, ମୁଁ ଖଣ୍ତେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।
IRVOR
18. କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲେ, ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN