ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
12. ଇତିମଧ୍ୟରେ ଦିବା ଅବସାନ ହେବାକୁ ଲାଗିଲା; ସେଥିରେ ଦ୍ଵାଦଶ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚତୁର୍ଦ୍ଦିଗର ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ନିର୍ଜ୍ଜନ ସ୍ଥାନରେ ଅଛୁ ।

IRVOR
12. ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ସାଇଗୁଡ଼ିକକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 62 Verses, Current Verse 12 of Total Verses 62
  • ଇତିମଧ୍ୟରେ ଦିବା ଅବସାନ ହେବାକୁ ଲାଗିଲା; ସେଥିରେ ଦ୍ଵାଦଶ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚତୁର୍ଦ୍ଦିଗର ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ନିର୍ଜ୍ଜନ ସ୍ଥାନରେ ଅଛୁ ।
  • IRVOR

    ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ସାଇଗୁଡ଼ିକକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ ।
Total 62 Verses, Current Verse 12 of Total Verses 62
×

Alert

×

oriya Letters Keypad References