ORV
18. ଯୀଶୁ ଖ୍ରୀଷ୍ଟଙ୍କ ଜନ୍ମ ଏହିପ୍ରକାରେ ହେଲା । ତାହାଙ୍କ ମାତା ମରୀୟମଙ୍କର ଯୋଷେଫଙ୍କ ସହିତ ବିବାହନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ କର୍ତ୍ତୃକ ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା ।
IRVOR
18. (ଲୂକ 1:26-38; 2:1-7) ଯୀଶୁଖ୍ରୀଷ୍ଟଙ୍କ ଜନ୍ମ ଏହି ପ୍ରକାରେ ହେଲା । ତାହାଙ୍କ ମାତା ମରିୟମଙ୍କର ଯୋଷେଫଙ୍କ ସହିତ ବିବାହ ନିର୍ବନ୍ଧ ହେଲା ପରେ ସେମାନଙ୍କ ସହବାସ ପୂର୍ବେ ସେ ପବିତ୍ର ଆତ୍ମାଙ୍କ ଦ୍ୱାରା ଗର୍ଭବତୀ ହୋଇଅଛନ୍ତି ବୋଲି ଜଣାପଡ଼ିଲା ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN