ORV
11. ପରରାତ୍ରରେ ପ୍ରଭୁ ତାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।
IRVOR
11. ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN