ORV
12. ଆଉ, ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନୀକ୍ସ୍ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନୀକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ ।
IRVOR
12. ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN