ORV
26. ଏଥିଉତ୍ତାରୁ ପରମେଶ୍ଵର କହିଲେ, ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟର ନିର୍ମାଣ କରୁ । ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ଵ କରିବେ ।
IRVOR
26. ଏଥିଉତ୍ତାରେ ପରମେଶ୍ୱର କହିଲେ, “ଆମ୍ଭେମାନେ ଆପଣା ପ୍ରତିମୂର୍ତ୍ତିରେ ଓ ଆପଣା ସାଦୃଶ୍ୟରେ ମନୁଷ୍ୟକୁ ନିର୍ମାଣ କରୁ। ସେମାନେ ଜଳଚର ମତ୍ସ୍ୟଗଣ ଓ ଖେଚର ପକ୍ଷୀଗଣ ଓ ପଶୁଗଣ ଓ ସମସ୍ତ ପୃଥିବୀ ଓ ଭୂମିରେ ଗମନଶୀଳ ସବୁ ଉରୋଗାମୀ ଜନ୍ତୁ ଉପରେ କର୍ତ୍ତୃତ୍ୱ କରିବେ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN