ORV
14. ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ; ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ ।
IRVOR
14. ତହୁଁ ଲୋଟ ବାହାରକୁ ଯାଇ ଆପଣା କନ୍ୟାମାନଙ୍କ ସହିତ ବିବାହ କରିବାକୁ ଉଦ୍ୟତ ଜୁଆଁଇମାନଙ୍କୁ କହିଲା, “ଉଠ, ଏଠାରୁ ବାହାର ହୁଅ, ସଦାପ୍ରଭୁ ଏ ନଗର ଉଚ୍ଛିନ୍ନ କରିବେ,” ମାତ୍ର ଜୁଆଁଇମାନେ ତାହାକୁ ପରିହାସକ ପରି ମଣିଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN