ORV
2. ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ । ତହିଁରେ ସେମାନେ କହିଲେ, ନା; ଆମ୍ଭେମାନେ ଦାଣ୍ତରେ ସମସ୍ତ ରାତ୍ରି କ୍ଷେପଣ କରିବୁ ।
IRVOR
2. “ହେ ମୋହର ପ୍ରଭୁମାନେ, ମୁଁ ବିନୟ କରୁଅଛି, ଆଜି ରାତ୍ର ଆପଣମାନଙ୍କ ଏହି ଦାସର ଗୃହରେ ପଦାର୍ପଣ କରି ବାସ କରନ୍ତୁ ଓ ପାଦ ପ୍ରକ୍ଷାଳନ କରନ୍ତୁ; ତହୁଁ ସକାଳୁ ଉଠି ଯାତ୍ରା କରିବେ।” ତହିଁରେ ସେମାନେ କହିଲେ, “ନା; ଆମ୍ଭେମାନେ ଦାଣ୍ଡରେ ସମସ୍ତ ରାତ୍ରି କ୍ଷେପଣ କରିବୁ।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN