ORV
30. ତହୁଁ ଯାକୁବ ଶିମୀୟୋନ୍ ଓ ଲେବୀକି କହିଲା, ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପିରିଜୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ଵରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଣୁକରି ସେମାନେ ମୋʼ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି ।
IRVOR
30. ତହୁଁ ଯାକୁବ ଶିମୀୟୋନ ଓ ଲେବୀକୁ କହିଲା, “ତୁମ୍ଭେମାନେ ଏ ଦେଶରେ, ଅର୍ଥାତ୍, କିଣାନୀୟ ଓ ପରିଷୀୟ ଲୋକମାନଙ୍କ ନିକଟରେ ମୋତେ ଦୁର୍ଗନ୍ଧ ସ୍ୱରୂପ କରି ବ୍ୟାକୁଳ କଲ; ମୋହର ଲୋକ ଅଳ୍ପ, ଏଥିପାଇଁ ସେମାନେ ମୋ’ ବିରୁଦ୍ଧରେ ଏକତ୍ର ହୋଇ ମୋତେ ବଧ କରିବେ; ତହିଁରେ ସପରିବାରରେ ବିନଷ୍ଟ ହେବି।”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN