ORV
20. ଅନନ୍ତର ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ । ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ରବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ ।
IRVOR
20. ଏଥିଉତ୍ତାରେ ତୃତୀୟ ଦିନରେ ଫାରୋଙ୍କର ଜନ୍ମଦିନ ଉପସ୍ଥିତ ହେବାରୁ ସେ ଆପଣା ସମସ୍ତ ଦାସଙ୍କ ନିମନ୍ତେ ଭୋଜ ପ୍ରସ୍ତୁତ କଲେ। ତହିଁରେ ସେ ଆପଣା ସମସ୍ତ ଦାସଙ୍କ ସାକ୍ଷାତରେ ପ୍ରଧାନ ପାନପାତ୍ର ବାହକର ଓ ପ୍ରଧାନ ସୂପକାରର ମସ୍ତକ ଉଠାଇଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN