ORV
28. ତହିଁରେ ସେ ଭାଇମାନଙ୍କୁ କହିଲା, ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋʼ ପଟରେ ଅଛି । ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ଏକଆରେକ ପ୍ରତି ଅନାଇ କହିଲେ, ପରମେଶ୍ଵର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କଲେ?
IRVOR
28. ତହିଁରେ ସେ ଭାଇମାନଙ୍କୁ କହିଲା, “ମୋହର ଟଙ୍କା ଫେରି ଆସିଅଛି; ଏହି ଦେଖ, ତାହା ମୋ’ ପଟରେ ଅଛି।” ଏଣୁ ସେମାନଙ୍କର ହଂସା ଉଡ଼ିଗଲା, ଆଉ ସେମାନେ କମ୍ପିତ ହୋଇ ପରସ୍ପର ପ୍ରତି ଅନାଇ କହିଲେ, “ପରମେଶ୍ୱର ଆମ୍ଭମାନଙ୍କର ପ୍ରତି ଏ କି କର୍ମ କରିଅଛନ୍ତି ?”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN