ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଏବ୍ରୀମାନଙ୍କ ନିକଟକୁ ପତ୍ର
ORV
1. କାରଣ ବ୍ୟବସ୍ଥା ଆଗାମୀ ଉତ୍ତମ ଉତ୍ତମ ବିଷୟର ଛାୟା ସ୍ଵରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସର୍ବଦା ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ଦ୍ଵାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରେ ନାହିଁ ।

IRVOR
1. କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 39 Verses, Current Verse 1 of Total Verses 39
  • କାରଣ ବ୍ୟବସ୍ଥା ଆଗାମୀ ଉତ୍ତମ ଉତ୍ତମ ବିଷୟର ଛାୟା ସ୍ଵରୂପ ହୋଇ ସେହିସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସର୍ବଦା ସେହି ଏକପ୍ରକାର ବଳି ଉତ୍ସର୍ଗ କରିବା ଦ୍ଵାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରେ ନାହିଁ ।
  • IRVOR

    କାରଣ ମୋଶାଙ୍କ ବ୍ୟବସ୍ଥା ଆଗାମୀ ଉତ୍ତମ ବିଷୟର ଛାୟା ସ୍ୱରୂପ ହୋଇ ସେହି ସବୁ ବିଷୟର ଅବିକଳ ପ୍ରତିମୂର୍ତ୍ତି ନ ହେବାରୁ ଯାଜକମାନଙ୍କର ବର୍ଷକୁ ବର୍ଷ ସେହି ଏକ ପ୍ରକାର ବଳି ଉତ୍ସର୍ଗ କରିବା ଦ୍ୱାରା ଉପାସକମାନଙ୍କୁ କଦାପି ସିଦ୍ଧ କରି ପାରନ୍ତି ନାହିଁ ।
Total 39 Verses, Current Verse 1 of Total Verses 39
×

Alert

×

oriya Letters Keypad References