ORV
14. ଆମ୍ଭେ ଆପଣା ଇସ୍ରାଏଲ-ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା-ବଂଶକୁ ଉତ୍ପାଟନ କରିବା ।
IRVOR
14. ଆମ୍ଭେ ଆପଣା ଇସ୍ରାଏଲ ଲୋକଙ୍କୁ ଯେଉଁ ଅଧିକାର ଭୋଗ କରିବାକୁ ଦେଇଅଛୁ, ତାହା ସ୍ପର୍ଶକାରୀ ଆମ୍ଭର ଦୁଷ୍ଟ ପ୍ରତିବାସୀସକଳର ବିରୁଦ୍ଧରେ ସଦାପ୍ରଭୁ ଏହି କଥା କହନ୍ତି; “ଦେଖ, ଆମ୍ଭେ ସେମାନଙ୍କ ଦେଶରୁ ସେମାନଙ୍କୁ ଉତ୍ପାଟନ କରିବା ଓ ସେମାନଙ୍କ ମଧ୍ୟରୁ ଯିହୁଦା ବଂଶକୁ ଉତ୍ପାଟନ କରିବା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN