ORV
14. ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା ।
IRVOR
14. ପୁଣି, ଆମ୍ଭେ ସେମାନଙ୍କର ଏକ ଜଣକୁ ଅନ୍ୟ ଜଣର ଉପରେ, ହଁ, ପିତୃଗଣକୁ ଓ ପୁତ୍ରଗଣକୁ ଏକ ସଙ୍ଗେ କଚାଡ଼ି ପକାଇବା, ଏହା ସଦାପ୍ରଭୁ କହନ୍ତି; ‘ଆମ୍ଭେ ସେମାନଙ୍କ ପ୍ରତି କୃପା କିଅବା ଦୟା ଅଥବା କରୁଣା ନ କରି ସେମାନଙ୍କୁ ନଷ୍ଟ କରିବା।’ ”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN