ORV
16. ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ଼୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା ।
IRVOR
16. ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।’ ”
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN