ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
19. ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେବେ ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯେବେ ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ⇧, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ଵରୂପ ହେବ; ସେମାନେ ତୁମ୍ଭ କତିକି ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ କତିକି ଫେରି ଯିବ ନାହିଁ ।

IRVOR
19. ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 21 Verses, Current Verse 19 of Total Verses 21
1 2 3 4 5 6 7 8 9 10
11 12 13 14 15 16 17 18 19 20 21
  • ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେବେ ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯେବେ ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ⇧, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ଵରୂପ ହେବ; ସେମାନେ ତୁମ୍ଭ କତିକି ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ କତିକି ଫେରି ଯିବ ନାହିଁ ।
  • IRVOR

    ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Total 21 Verses, Current Verse 19 of Total Verses 21
1 2 3 4 5 6 7 8 9 10
11 12 13 14 15 16 17 18 19 20 21
×

Alert

×

oriya Letters Keypad References