ORV
6. ଏଣୁ ତୁମ୍ଭେ ଯାଅ, ପୁଣି ମୋʼ ମୁଖରୁ ଶୁଣି ଯାହା ଯାହା ଏହି ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ-ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ ।
IRVOR
6. ଏଣୁ ତୁମ୍ଭେ ଯାଅ, ପୁଣି ମୋ’ ମୁଖରୁ ଶୁଣି ଯାହା ଯାହା ଏହି ନଳାକାର ପୁସ୍ତକରେ ଲେଖିଅଛ, ସଦାପ୍ରଭୁଙ୍କର ସେହି ସକଳ ବାକ୍ୟ ଉପବାସ ଦିନ ସଦାପ୍ରଭୁଙ୍କ ଗୃହରେ ଲୋକମାନଙ୍କ କର୍ଣ୍ଣଗୋଚରରେ ପାଠ କର; ମଧ୍ୟ ଆପଣା ଆପଣା ନଗରରୁ ଆଗତ ଯିହୁଦାର ସମସ୍ତ ଲୋକଙ୍କ କର୍ଣ୍ଣଗୋଚରରେ ତୁମ୍ଭେ ତାହା ପାଠ କରିବ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN