ORV
1. ଅନନ୍ତର ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମର ପୁତ୍ର ଗଦଲୀୟ କତିକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ ।
IRVOR
1. ଏଥିଉତ୍ତାରେ ସପ୍ତମ ମାସରେ ରାଜାର ଅମାତ୍ୟମାନଙ୍କ ମଧ୍ୟରେ ଗଣିତ ରାଜବଂଶୀୟ, ଇଲୀଶାମାର ପୌତ୍ର ନଥନୀୟର ପୁତ୍ର ଇଶ୍ମାୟେଲ ଓ ତାହା ସଙ୍ଗେ ଦଶ ଜଣ ପୁରୁଷ ମିସ୍ପାକୁ ଅହୀକାମ୍ର ପୁତ୍ର ଗଦଲୀୟ ନିକଟକୁ ଆସିଲେ; ଆଉ, ସେମାନେ ମିସ୍ପାରେ ଏକତ୍ର ଭୋଜନ କଲେ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN