ORV
1. ମୋୟାବର ବିଷୟ । ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର ଏହି କଥା କହନ୍ତି, ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ୍ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା ।
IRVOR
1. ମୋୟାବର ବିଷୟ। ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, “ହାୟ, ହାୟ, ନବୋ! କାରଣ ତାହା ଉଚ୍ଛିନ୍ନ ହେଲା; କିରୀୟାଥୟିମ ଲଜ୍ଜିତ ହେଲା, ତାହା ଧୃତ ହେଲା; ମିସ୍ଗନ୍ ଲଜ୍ଜିତ ଓ ଭଗ୍ନ ହେଲା।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN