ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଯିରିମିୟ
ORV
32. ସେମାନଙ୍କର ଉଷ୍ଟ୍ରଗଣ ଲୁଟବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି ।

IRVOR
32. ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା,” ଏହା ସଦାପ୍ରଭୁ କହନ୍ତି।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 39 Verses, Current Verse 32 of Total Verses 39
  • ସେମାନଙ୍କର ଉଷ୍ଟ୍ରଗଣ ଲୁଟବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା, ଏହା ସଦାପ୍ରଭୁ କହନ୍ତି ।
  • IRVOR

    ସେମାନଙ୍କର ଓଟଗଣ ଲୁଟିତ ବସ୍ତୁ ହେବେ ଓ ସେମାନଙ୍କର ଅନେକ ଅନେକ ପଶୁ ଲୁଟିତ ହେବେ; ପୁଣି, ଯେଉଁ ଲୋକମାନେ ଆପଣା ଆପଣା କେଶର କୋଣ କାଟନ୍ତି, ସେମାନଙ୍କୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କ ଚାରିଆଡ଼ରୁ ସେମାନଙ୍କର ବିପଦ ଆଣିବା,” ଏହା ସଦାପ୍ରଭୁ କହନ୍ତି।
Total 39 Verses, Current Verse 32 of Total Verses 39
×

Alert

×

oriya Letters Keypad References