ORV
2. ଆଃ, ପଥିକମାନଙ୍କର ବସା ପରି ଯେବେ ପ୍ରାନ୍ତରରେ ମୋର ଗୋଟିଏ ବସା ଥାʼନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି! କାରଣ ସେସମସ୍ତେ ବ୍ୟଭିଚାରୀ, ବିଶ୍ଵାସଘାତକ ଲୋକଙ୍କର ସମାଜ ।
IRVOR
2. ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା’ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN