ଓଡିଆ ବାଇବଲ |

ପବିତ୍ର ବାଇବଲ God ଶ୍ବରଙ୍କଠାରୁ ଉପହାର |
ଲୂକଲିଖିତ ସୁସମାଚାର
ORV
22. ଯୀଶୁ ଏହା ଶୁଣି ତାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଊଣା ଅଛି; ତୁମ୍ଭେ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ବିତରଣ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।

IRVOR
22. ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।



KJV

AMP

KJVP

YLT

ASV

WEB

NASB

ESV

RV

RSV

NKJV

MKJV

AKJV

NRSV

NIV

NIRV

NLT

MSG

GNB

NET

ERVEN



Notes

No Verse Added

Total 43 Verses, Current Verse 22 of Total Verses 43
  • ଯୀଶୁ ଏହା ଶୁଣି ତାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଊଣା ଅଛି; ତୁମ୍ଭେ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ବିତରଣ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
  • IRVOR

    ଯୀଶୁ ଏହା ଶୁଣି ତାହାଙ୍କୁ କହିଲେ, ତୁମ୍ଭର ଆଉ ଗୋଟିଏ ବିଷୟ ଉଣା ଅଛି; ତୁମ୍ଭେ ନିଜର ସବୁ ବିକି ଦେଇ ଗରିବମାନଙ୍କୁ ବାଣ୍ଟିଦିଅ, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
Total 43 Verses, Current Verse 22 of Total Verses 43
×

Alert

×

oriya Letters Keypad References