ORV
32. ସେତେବେଳେ ପିତର ଓ ତାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରା; ଥିଲେ; କିନ୍ତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଜାଗ୍ରତ ହୁଅନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ବ୍ୟକ୍ତିଙ୍କି ଦେଖିଲେ ।
IRVOR
32. ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN