ORV
38. ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚ ସ୍ଵରରେ କହିଲା, ହେ ଗୁରୁ, ମୁଁ ଆପଣଙ୍କୁ ନିବେଦନ କରୁଅଛି, ମୋʼ ପୁଅ ପ୍ରତି କୃପାଦୃଷ୍ଟି କରନ୍ତୁ, କାରଣ ସେ ମୋର ଗୋଟିଏ ବୋଲି ପିଲା;
IRVOR
38. ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚସ୍ୱରରେ କହିଲା, ହେ ଗୁରୁ ମୁଁ ଆପଣଙ୍କୁ ନିବେଦନ କରୁଅଛି ମୋ' ପୁଅ ପ୍ରତି ଦୟା କରନ୍ତୁ, କାରଣ ସେ ମୋହର ଗୋଟିଏ ବୋଲି ପିଲା;
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN