ORV
42. ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ବିଜାତିମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ସେମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ ।
IRVOR
42. ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ଅଣଯିହୂଦୀମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ୱ କରନ୍ତି ଓ ଅଣଯିହୂଦୀମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ୱ କରନ୍ତି, ଏହା ତୁମ୍ଭେମାନେ ଜାଣ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN