ORV
75. ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟ; ବ୍ୟାକୁଳ ହୋଇ ରୋଦନ କଲେ ।
IRVOR
75. ସେହିକ୍ଷଣି କୁକୁଡ଼ା ଡାକିଲା । ଏଥିରେ କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN