ORV
7. କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା?
IRVOR
7. କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, "ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN