ORV
33. ପୁନଶ୍ଚ, ତୁମ୍ଭେମାନେ ଶୁଣିଅଛ ଯେ, ପୁରାକାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ, ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ ।
IRVOR
33. ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ ।
KJV
AMP
KJVP
YLT
ASV
WEB
NASB
ESV
RV
RSV
NKJV
MKJV
AKJV
NRSV
NIV
NIRV
NLT
MSG
GNB
NET
ERVEN